ଗଣନା ପୁସ୍ତକ 28:25 - ପବିତ୍ର ବାଇବଲ25 “ତା'ପରେ ସପ୍ତମ ଦିନରେ ତୁମ୍ଭମାନଙ୍କର ପୁଣି ଏକ ପବିତ୍ର ସଭା ହେବ ଓ ସେଦିନ ତୁମ୍ଭେମାନେ କୌଣସି କାର୍ଯ୍ୟ କରିବା ଉଚିତ୍ ନୁହଁ। Se kapitletପବିତ୍ର ବାଇବଲ (Re-edited) - (BSI)25 ପୁଣି ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। Se kapitletଓଡିଆ ବାଇବେଲ25 ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ। Se kapitlet |