Online Bibel

- Annoncer -




ଗଣନା ପୁସ୍ତକ 29:28 - ପବିତ୍ର ବାଇବଲ

28 ପୁଣି ପାପାର୍ଥକ ବଳିରୂପେ ଏକ ଅଣ୍ତିରା ଛେଳି ଉତ୍ସର୍ଗ କରାଯିବା ଉଚିତ୍। ଏ ସମସ୍ତ ନିତ୍ୟ ହୋମବଳି, ଶସ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବ୍ୟତୀତ ଏହିଗୁଡ଼ିକ ତୁମ୍ଭେମାନେ ଉତ୍ସର୍ଗ କରିବା ଉଚିତ୍।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

28 ପୁଣି ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ଛଡ଼ା ଉତ୍ସର୍ଗ କରିବ।

Se kapitlet Kopi

ଓଡିଆ ବାଇବେଲ

28 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ- ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି, ପାପାର୍ଥକ ବଳି ରୂପେ ଏକ ଛାଗ, ଏସମସ୍ତ ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ ବ୍ୟତୀତ ଉତ୍ସର୍ଗ କରିବ।

Se kapitlet Kopi




ଗଣନା ପୁସ୍ତକ 29:28

Følg os:

Annoncer


Annoncer