Online Bibel

- Annoncer -




ଗଣନା ପୁସ୍ତକ 30:14 - ପବିତ୍ର ବାଇବଲ

14 ଯଦି ତା'ର ସ୍ୱାମୀ ଶୁଣିବା ପରଠାରୁ ନୀରବ ହୋଇ ରହେ, ତେବେ ତା'ର ପ୍ରତିଜ୍ଞାଗୁଡ଼ିକ ପାଳନ କରାଯିବ କାରଣ ତା'ର ସ୍ୱାମୀ ନୀରବ ହୋଇ ରହିଲା, ଯେତେବେଳେ ସେ ଏବିଷୟରେ ଶୁଣିଲା।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

14 ମାତ୍ର ତାହାର ସ୍ଵାମୀ ଯେବେ ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ବ୍ରତ ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା।

Se kapitlet Kopi

ଓଡିଆ ବାଇବେଲ

14 ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା।

Se kapitlet Kopi




ଗଣନା ପୁସ୍ତକ 30:14

Følg os:

Annoncer


Annoncer