Online Bibel

- Annoncer -




ଗଣନା ପୁସ୍ତକ 31:17 - ପବିତ୍ର ବାଇବଲ

17 ଏଣୁ ତୁମ୍ଭେମାନେ ବନ୍ଦୀମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ହତ୍ୟା କର। ପୁଣି ଯେଉଁ ସ୍ତ୍ରୀ ଲୋକମାନେ ପୁରୁଷଙ୍କ ସହିତ ଯୌନ ସମ୍ପର୍କ ରଖିଛନ୍ତି, ସେମାନଙ୍କୁ ହତ୍ୟା କର।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

17 ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।

Se kapitlet Kopi

ଓଡିଆ ବାଇବେଲ

17 ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।

Se kapitlet Kopi




ଗଣନା ପୁସ୍ତକ 31:17

Følg os:

Annoncer


Annoncer