Online Bibel

- Annoncer -




ଗଣନା ପୁସ୍ତକ 31:41 - ପବିତ୍ର ବାଇବଲ

41 ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ମୋଶା ଏହିସବୁ ଯାଜକ ଇଲିୟାସରକୁ ଉପହାର ସ୍ୱରୂପ ଦେଲେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

41 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ଵରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ।

Se kapitlet Kopi

ଓଡିଆ ବାଇବେଲ

41 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ୱରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ୱରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ।

Se kapitlet Kopi




ଗଣନା ପୁସ୍ତକ 31:41

Følg os:

Annoncer


Annoncer