ଗଣନା ପୁସ୍ତକ 32:24 - ପବିତ୍ର ବାଇବଲ24 ତୁମ୍ଭେମାନେ ନିଜ ନିଜ ପିଲାମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ମେଷଶାଳା ନିର୍ମାଣ କର, ଆଉ ନିଜ ନିଜ ପ୍ରତିଜ୍ଞା ଅନୁସାରେ କର।” Se kapitletପବିତ୍ର ବାଇବଲ (Re-edited) - (BSI)24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର। Se kapitletଓଡିଆ ବାଇବେଲ24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।” Se kapitlet |