ଗଣନା ପୁସ୍ତକ 32:32 - ପବିତ୍ର ବାଇବଲ32 ଆମ୍ଭମାନଙ୍କର ସୈନ୍ୟମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୋଇ କିଣାନ ଦେଶକୁ ଯିବେ, କିନ୍ତୁ ଆମ୍ଭେମାନେ ଯର୍ଦ୍ଦନର ପୂର୍ବ ପାରିକୁ ଅଧିକାର ରୂପେ ପାଇବୁ।” Se kapitletପବିତ୍ର ବାଇବଲ (Re-edited) - (BSI)32 ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ; ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ଵତ୍ଵ ରହିବ। Se kapitletଓଡିଆ ବାଇବେଲ32 ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।” Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।” Se kapitlet |