ଗଣନା ପୁସ୍ତକ 34:17 - ପବିତ୍ର ବାଇବଲ17 “ଯେଉଁମାନେ ତୁମ୍ଭମାନଙ୍କ ନିମନ୍ତେ ଦେଶ ଭାଗ କରିବେ, ସେମାନେ ହେଉଛନ୍ତି ଯାଜକ ଇଲିୟାସର ଓ ନୂନର ପୁତ୍ର ଯିହୋଶୂୟ। Se kapitletପବିତ୍ର ବାଇବଲ (Re-edited) - (BSI)17 ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ। Se kapitletଓଡିଆ ବାଇବେଲ17 “ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 “ଯେଉଁମାନେ ଦେଶ ବିଭାଗ କରି ତୁମ୍ଭମାନଙ୍କୁ ଦେବେ, ସେମାନଙ୍କର ନାମ ଏହି; ଇଲୀୟାସର ଯାଜକ ଓ ନୂନର ପୁତ୍ର ଯିହୋଶୂୟ। Se kapitlet |