Online Bibel

- Annoncer -




ଗଣନା ପୁସ୍ତକ 35:26 - ପବିତ୍ର ବାଇବଲ

26-27 “ସେହି ହତ୍ୟାକାରୀ ଆଶ୍ରୟ ନଗରରୁ ଯଦି କୌଣସି ସମୟରେ ତହିଁର ସୀମା ବାହାରକୁ ଯାଏ ଓ ରକ୍ତର ପ୍ରତିହନ୍ତା ଆଶ୍ରୟ ନଗର ସୀମାର ବାହାରେ ତାହାକୁ ପାଏ ଓ ପ୍ରତିହନ୍ତା ତାହାକୁ ବଧ କରେ ତେବେ ସେ ରକ୍ତପାତରେ ଅପରାଧୀ ହେବ ନାହିଁ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

26 ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯେବେ କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ

Se kapitlet Kopi

ଓଡିଆ ବାଇବେଲ

26 ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମାତ୍ର ସେହି ନରହତ୍ୟାକାରୀ ଯେଉଁ ଆଶ୍ରୟ ନଗରକୁ ପଳାଇଅଛି, ଯଦି କୌଣସି ସମୟରେ ସେ ତହିଁର ସୀମାର ବାହାରକୁ ଯାଏ

Se kapitlet Kopi




ଗଣନା ପୁସ୍ତକ 35:26

Følg os:

Annoncer


Annoncer