Online Bibel

- Annoncer -




ଗଣନା ପୁସ୍ତକ 35:28 - ପବିତ୍ର ବାଇବଲ

28 ଜଣେ ଯଦି ହଠାତ୍ କାହାକୁ ବଧ କରେ ସେ ଆଶ୍ରୟ ନଗରରେ ମହାଯାଜକର ମୃତ୍ୟୁ ପର୍ଯ୍ୟନ୍ତ ରହିବ। ମାତ୍ର ମହାଯାଜକର ମୃତ୍ୟୁ ହେଲା ପରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଭୂମିକି ଫେରି ଯାଇପାରିବ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

28 କାରଣ ମହାଯାଜକର ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଭୂମିକି ଫେରି ଯାଇ ପାରିବ।

Se kapitlet Kopi

ଓଡିଆ ବାଇବେଲ

28 କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ୍; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରି ଯାଇ ପାରିବ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 କାରଣ ମହାଯାଜକର ମୃତ୍ୟୁୁ ପର୍ଯ୍ୟନ୍ତ ଆପଣା ଆଶ୍ରୟ ନଗରରେ ତାହାର ଥିବା ଉଚିତ; ମାତ୍ର ମହାଯାଜକର ମୃତ୍ୟୁୁ ହେଲା ଉତ୍ତାରେ ସେହି ନରହତ୍ୟାକାରୀ ଆପଣା ଅଧିକାର ଗୃହକୁ ଫେରିଯାଇ ପାରିବ।

Se kapitlet Kopi




ଗଣନା ପୁସ୍ତକ 35:28

Følg os:

Annoncer


Annoncer