Online Bibel

- Annoncer -




ଗଣନା ପୁସ୍ତକ 35:8 - ପବିତ୍ର ବାଇବଲ

8 ଇସ୍ରାଏଲ ବୃହତ ପରିବାରବର୍ଗ ଅଧିକ ନଗର ନେବେ। ଏବଂ ତୁମ୍ଭେମାନେ ଛୋଟ ପରିବାରବର୍ଗଠାରୁ ଅଳ୍ପ ନେବ। ପ୍ରତ୍ୟେକ ପରିବାରବର୍ଗ ସେମାନଙ୍କର ଅଂଶ ଅନୁସାରେ ଲେବୀୟମାନଙ୍କୁ କିଛି ନଗର ଦେବେ।”

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ଇସ୍ରାଏଲ-ସନ୍ତାନଗଣର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।

Se kapitlet Kopi

ଓଡିଆ ବାଇବେଲ

8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହିସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।”

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଇସ୍ରାଏଲ-ସନ୍ତାନଗଣଙ୍କର ଅଧିକାରରୁ ସେହି ସବୁ ନଗର ଦେବା ନିମନ୍ତେ ତୁମ୍ଭେମାନେ ଅଧିକ ଲୋକଙ୍କଠାରୁ ଅଧିକ ନେବ ଓ ଅଳ୍ପ ଲୋକଙ୍କଠାରୁ ଅଳ୍ପ ନେବ; ପ୍ରତ୍ୟେକ ବଂଶ ଆପଣାର ଅଧିକୃତ ଅଧିକାରାନୁସାରେ ଆପଣା ନଗରମାନଙ୍କରୁ ଲେବୀୟମାନଙ୍କୁ ଦେବେ।”

Se kapitlet Kopi




ଗଣନା ପୁସ୍ତକ 35:8

Følg os:

Annoncer


Annoncer