ଗଣନା ପୁସ୍ତକ 5:27 - ପବିତ୍ର ବାଇବଲ27 ଯେବେ ସେହି ସ୍ତ୍ରୀ ଭ୍ରଷ୍ଟ ଚରିତ୍ର ଏବଂ ତା'ର ସ୍ୱାମୀ ପ୍ରତି ଅବିଶ୍ୱସ୍ତ ହୋଇଥାଏ, ତେବେ ସେହି ଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ଯନ୍ତ୍ରଣା ଦେବ। ତାହାର ପ୍ରଜନନ ଅଙ୍ଗ ଫୁଲିବ ଏବଂ ଓହଳି ପଡ଼ିବ। ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଶାପ ସ୍ୱରୂପ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)27 ପୁଣି ସେ ସେହି ସ୍ତ୍ରୀକି ଜଳ ପାନ କରାଇଲେ ଏପରି ହେବ, ଯେବେ ସେହି ସ୍ତ୍ରୀ ଆପଣା ସ୍ଵାମୀ ବିରୁଦ୍ଧରେ ସତ୍ୟ ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଶାପ ସ୍ଵରୂପ ହେବ। Se kapitletଓଡିଆ ବାଇବେଲ27 ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ପୁଣି, ସେ ସେହି ସ୍ତ୍ରୀକୁ ଜଳ ପାନ କରାଇଲେ ଏପରି ହେବ, ଯଦି ସେହି ସ୍ତ୍ରୀ ଆପଣା ସ୍ୱାମୀ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଅଶୁଚି ହୋଇଥାଏ, ତେବେ ସେହି ଅଭିଶାପଜନକ ଜଳ ତାହା ମଧ୍ୟରେ ପ୍ରବେଶ କରି ତିକ୍ତ ହେବ ଓ ତାହାର ଉଦର ଫୁଲିବ ଓ ତାହାର ଊରୁ ଅବଶ ହେବ; ଆଉ ସେହି ସ୍ତ୍ରୀ ଆପଣା ଲୋକଙ୍କ ମଧ୍ୟରେ ଅଭିଶାପ ସ୍ୱରୂପ ହେବ। Se kapitlet |