ଗଣନା ପୁସ୍ତକ 6:19 - ପବିତ୍ର ବାଇବଲ19 “ନାସରୀୟ ବ୍ରତରେ ଥିବା ବ୍ୟକ୍ତି ନିଜର ମସ୍ତକ ଲଣ୍ତା କଲାପରେ, ଯାଜକ ସେହି ମେଷର ରନ୍ଧା ହୋଇଥିବା ସ୍କନ୍ଧ, ଗୋଟିଏ ତାଡ଼ିଶୂନ୍ୟ ପିଠା ସେହି ଡାଲାରୁ ଏବଂ ଗୋଟିଏ ସରୁ ପିଠା ଦେବ। Se kapitletପବିତ୍ର ବାଇବଲ (Re-edited) - (BSI)19 ପୁଣି ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ତନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ ଓ ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ। Se kapitletଓଡିଆ ବାଇବେଲ19 ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ପୁଣି, ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ଡନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ, ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ। Se kapitlet |