ଗଣନା ପୁସ୍ତକ 6:6 - ପବିତ୍ର ବାଇବଲ6 “ନାସରୀୟ ପ୍ରତିଜ୍ଞା ପାଳନ ବେଳେ ସେ କୌଣସି ଶବ ନିକଟକୁ ଯିବା ଉଚିତ୍ ନୁହଁ। କାରଣ ସେ ନିଜକୁ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କୁ ସମର୍ପଣ କରିଥାଏ। Se kapitletପବିତ୍ର ବାଇବଲ (Re-edited) - (BSI)6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ। Se kapitletଓଡିଆ ବାଇବେଲ6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ୍ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ। Se kapitlet |