ଗଣନା ପୁସ୍ତକ 8:11 - ପବିତ୍ର ବାଇବଲ11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ। ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରିବେ। Se kapitletପବିତ୍ର ବାଇବଲ (Re-edited) - (BSI)11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ। Se kapitletଓଡିଆ ବାଇବେଲ11 ଆଉ ହାରୋଣ ଇସ୍ରାଏଲ ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ ହାରୋଣ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ଲେବୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ତହିଁରେ ସେମାନେ ସଦାପ୍ରଭୁଙ୍କର ସେବା କରି ପାରିବେ। Se kapitlet |