Online Bibel

- Annoncer -




ଫିଲୀମନ 1:8 - ପବିତ୍ର ବାଇବଲ

8 କେତେଗୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟରେ ଭାଇ ହିସାବରେ ସ‌ତ୍‌‌କାର୍ଯ୍ୟ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦେବାର ମୋର ଅଧିକାର ଅଛି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

8 ଅତଏବ ଯାହା ଉପଯୁକ୍ତ, ସେ ସମ୍ଵନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ଵରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,

Se kapitlet Kopi

ଓଡିଆ ବାଇବେଲ

8 ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,

Se kapitlet Kopi

ପବିତ୍ର ବାଇବଲ (CL) NT (BSI)

8 ଏଣୁ ତୁମର ଖ୍ରୀଷ୍ଟବିଶ୍ୱାସୀ ଭାଇ ସ୍ୱରୂପେ ତୁମର କର୍ତ୍ତବ୍ୟ ବିଷୟରେ ନିର୍ଦ୍ଦେଶ ଦେବାକୁ ମୋର ସାହସ ଅଛି।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଅତଏବ ଯାହା ଉପଯୁକ୍ତ, ସେ ସମ୍ବନ୍ଧରେ ତୁମ୍ଭକୁ ଆଦେଶ ଦେବା ପାଇଁ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଯଦ୍ୟପି ମୋହର ସମ୍ପୂର୍ଣ୍ଣ ସାହସ ଅଛି,

Se kapitlet Kopi




ଫିଲୀମନ 1:8

Følg os:

Annoncer


Annoncer