ଫିଲିପୀୟ 1:17 - ପବିତ୍ର ବାଇବଲ17 କିନ୍ତୁ ଅନ୍ୟ ଲୋକମାନେ ଖ୍ରୀଷ୍ଟଙ୍କ ବିଷୟରେ ପ୍ରଗ୍ଭର କରୁଛନ୍ତି କାରଣ ସେମାନେ ସ୍ୱାର୍ଥପର। ସେମାନେ ମନ୍ଦ ଅଭିପ୍ରାୟରେ ପ୍ରଗ୍ଭର କରନ୍ତି। ସେମାନେ ବନ୍ଦୀଘରେ ମୋ’ ପାଇଁ ବିପଦ ସୃଷ୍ଟି କରିବା ପାଇଁ ଗ୍ଭହାନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)17 କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ଵାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି। Se kapitletଓଡିଆ ବାଇବେଲ17 କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି । Se kapitletପବିତ୍ର ବାଇବଲ (CL) NT (BSI)17 ଅନ୍ୟମାନେ ବିଶ୍ୱସ୍ତଭାବେ ଖ୍ରୀଷ୍ଟଙ୍କ ବାର୍ତ୍ତା ପ୍ରଚାର ନ କରି ସ୍ୱାର୍ଥପର ଉଦ୍ଦେଶ୍ୟ ନେଇ ତା’ କରିଛନ୍ତି। ମୁଁ ବନ୍ଦୀଶାଳାରେ ପଡ଼ିଥିବାବେଳେ ମୋ’ ମନରେ ଅଧିକ କଷ୍ଟ ଦେବାକୁ ସେମାନେ ତାହା କରୁଛନ୍ତି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି। Se kapitlet |