ହିତୋପଦେଶ 1:18 - ପବିତ୍ର ବାଇବଲ18 ତେଣୁ ଏହି ଲୋକମାନେ ଗୁପ୍ତରେ ଛକି ବସନ୍ତି ଅନ୍ୟମାନଙ୍କୁ ହତ୍ୟା କରିବା ପାଇଁ। କିନ୍ତୁ ବାସ୍ତବରେ ସେମାନେ ନିଜ ନିଜର ପ୍ରାଣକୁ ଧରିବା ପାଇଁ ଜାଲ ବିଛାଇଥା’ନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)18 ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି। Se kapitletଓଡିଆ ବାଇବେଲ18 ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେମାନେ ନିଜ ନିଜର ରକ୍ତପାତ କରିବାକୁ ଛକି ବସନ୍ତି ଓ ଆପଣାମାନଙ୍କ ପ୍ରାଣକୁ (ଧରିବା ପାଇଁ) ଗୁପ୍ତରେ ଲୁଚି ରହନ୍ତି। Se kapitlet |