ହିତୋପଦେଶ 10:8 - ପବିତ୍ର ବାଇବଲ8 ଜ୍ଞାନୀ ଲୋକ ଆଜ୍ଞାସବୁ ମାନେ କିନ୍ତୁ ମୂର୍ଖ ଲୋକ ଯୁକ୍ତି କରେ ଓ ନିଜକୁ ବିପର୍ଯ୍ୟୟ ଆଡ଼କୁ ଟାଣିନିଏ। Se kapitletପବିତ୍ର ବାଇବଲ (Re-edited) - (BSI)8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ଅଜ୍ଞାନ ବକୁଆ ପତିତ ହେବ। Se kapitletଓଡିଆ ବାଇବେଲ8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେ ଅନ୍ତଃକରଣରେ ଜ୍ଞାନୀ, ସେ ଆଜ୍ଞା ଗ୍ରହଣ କରିବ; ମାତ୍ର ମୂର୍ଖ ପତିତ ହେବ। Se kapitlet |