ହିତୋପଦେଶ 12:14 - ପବିତ୍ର ବାଇବଲ14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ। ଏବଂ ସେ ହସ୍ତକୃତ କର୍ମଫଳ ତାହାକୁ ଭୋଗ କରିବାକୁ ହେବ। Se kapitletପବିତ୍ର ବାଇବଲ (Re-edited) - (BSI)14 ମନୁଷ୍ୟ ଆପଣା ମୁଖର ଫଳ ଦ୍ଵାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ। Se kapitletଓଡିଆ ବାଇବେଲ14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ମନୁଷ୍ୟ ଆପଣା ମୁଖର ଫଳ ଦ୍ୱାରା ମଙ୍ଗଳରେ ପରିତୃପ୍ତ ହେବ, ପୁଣି, ମନୁଷ୍ୟର ହସ୍ତକୃତ କର୍ମଫଳ ତାହାକୁ ଦିଆଯିବ। Se kapitlet |