Online Bibel

- Annoncer -




ହିତୋପଦେଶ 13:13 - ପବିତ୍ର ବାଇବଲ

13 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟକୁ ତୁଚ୍ଛ ମନେ କରେ, ସେ ନିଜର ବିନାଶ କରେ। ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

13 ଯେଉଁ ଲୋକ (ପରମେଶ୍ଵରଙ୍କ) ବାକ୍ୟ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେନ୍ତ ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।

Se kapitlet Kopi

ଓଡିଆ ବାଇବେଲ

13 ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯେଉଁ ଲୋକ ଉପଦେଶ ତୁଚ୍ଛ କରେ, ସେ ଆପଣା ଉପରକୁ ବିନାଶ ଆଣେ; ମାତ୍ର ଯେ ଆଜ୍ଞାକୁ ଭୟ କରେ, ସେ ପୁରସ୍କାର ପ୍ରାପ୍ତ ହେବ।

Se kapitlet Kopi




ହିତୋପଦେଶ 13:13

Følg os:

Annoncer


Annoncer