Online Bibel

- Annoncer -




ହିତୋପଦେଶ 14:16 - ପବିତ୍ର ବାଇବଲ

16 ଜ୍ଞାନୀ ଲୋକମାନେ ସଦାପ୍ରଭୁଙ୍କୁ ସମ୍ମାନ କରନ୍ତି ଏବଂ କୁକର୍ମକୁ ଘୃଣା କରନ୍ତି। ମାତ୍ର ଅଧାର୍ମିକମାନେ ଦାମ୍ଭିକଭାବ ବହି ଦୁଃସାହସୀ ହୁଅନ୍ତି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

16 ଜ୍ଞାନୀ ଲୋକ ଭୟ କରେ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।

Se kapitlet Kopi

ଓଡିଆ ବାଇବେଲ

16 ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ିଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।

Se kapitlet Kopi




ହିତୋପଦେଶ 14:16

Følg os:

Annoncer


Annoncer