ହିତୋପଦେଶ 14:2 - ପବିତ୍ର ବାଇବଲ2 ଯେଉଁ ଜନ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ, ମାତ୍ର ଅସାଧୁ ଲୋକ ସଦାପ୍ରଭୁଙ୍କୁ ଘୃଣା କରେ। Se kapitletପବିତ୍ର ବାଇବଲ (Re-edited) - (BSI)2 ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ। Se kapitletଓଡିଆ ବାଇବେଲ2 ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେ ଆପଣା ସରଳତାରେ ଆଚରଣ କରେ, ସେ ସଦାପ୍ରଭୁଙ୍କୁ ଭୟ କରେ; ମାତ୍ର ବିପଥଗାମୀ ତାହାଙ୍କୁ ତୁଚ୍ଛ କରେ। Se kapitlet |