ହିତୋପଦେଶ 16:20 - ପବିତ୍ର ବାଇବଲ20 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ସାଫଲ୍ୟ ଅର୍ଜ୍ଜନ କରେ। ପୁଣି ସେହି ଲୋକ ଧନ୍ୟ ଯେ ସଦାପ୍ରଭୁଙ୍କଠାରେ ନିର୍ଭର କରେ। Se kapitletପବିତ୍ର ବାଇବଲ (Re-edited) - (BSI)20 ଯେଉଁ ଲୋକ (ପରମେଶ୍ଵରଙ୍କ) ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କ-ଠାରେ ଯେ ନିର୍ଭର କରେ, ସେ ଧନ୍ୟ। Se kapitletଓଡିଆ ବାଇବେଲ20 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଯେଉଁ ଲୋକ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କରେ, ସେ ମଙ୍ଗଳ ପାଏ, ପୁଣି ସଦାପ୍ରଭୁଙ୍କଠାରେ ଯେ ନିର୍ଭର କରେ, ସେ ଧନ୍ୟ। Se kapitlet |