Online Bibel

- Annoncer -




ହିତୋପଦେଶ 16:27 - ପବିତ୍ର ବାଇବଲ

27 ପାପାଧାମ ଲୋକ ଅନିଷ୍ଟ କଳ୍ପନା କରେ। ଏବଂ ତାହାର ବାକ୍ୟଗୁଡ଼ିକ ଅଗ୍ନିପରି ଜଳେ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

27 ପାପାଧମ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି ତାହାର ଓଷ୍ଠରେ ଜ୍ଵଳନ୍ତା ଅଗ୍ନି ପରି ଥାଏ।

Se kapitlet Kopi

ଓଡିଆ ବାଇବେଲ

27 ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଦୁଷ୍ଟ ଲୋକ ଅନିଷ୍ଟ କଳ୍ପନା କରେ, ପୁଣି, ତାହାର ଓଷ୍ଠରେ ଜ୍ୱଳନ୍ତା ଅଗ୍ନି ପରି ଥାଏ।

Se kapitlet Kopi




ହିତୋପଦେଶ 16:27

Følg os:

Annoncer


Annoncer