Online Bibel

- Annoncer -




ହିତୋପଦେଶ 17:14 - ପବିତ୍ର ବାଇବଲ

14 ଗୋଟିଏ ଯୁକ୍ତିର ଆରମ୍ଭ ଗୋଟିଏ ବନ୍ଧରେ ଭାଙ୍ଗି ଗୋଟିଏ ଗାତ କଲାପରି। ତେଣୁ ବିବାଦ ହେବା ପୂର୍ବରୁ ଯୁକ୍ତି ବନ୍ଦ କର। ତେବେ ଅକ୍ତିଆର ବାହାର ହୋଇଯାଏ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

14 କଳିର ଆରମ୍ଭ କେହି (ବନ୍ଧ କାଟି) ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।

Se kapitlet Kopi

ଓଡିଆ ବାଇବେଲ

14 କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ି ଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କଳିର ଆରମ୍ଭ କେହି ବନ୍ଧ କାଟି ଜଳ ଛାଡ଼ିଦେବା ପରି; ଏଣୁ କନ୍ଦଳ ହେବା ପୂର୍ବେ ବିବାଦ ଛାଡ଼।

Se kapitlet Kopi




ହିତୋପଦେଶ 17:14

Følg os:

Annoncer


Annoncer