ହିତୋପଦେଶ 21:10 - ପବିତ୍ର ବାଇବଲ10 ଦୁଷ୍ଟ ଲୋକର ମନ ସର୍ବଦା ଅନିଷ୍ଟ ପାଞ୍ଚେ। ପୁଣି ତା'ର ଦୃଷ୍ଟିରେ ତା'ର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ। Se kapitletଓଡିଆ ବାଇବେଲ10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଦୁଷ୍ଟ ଲୋକର ମନ ଅନିଷ୍ଟ ପାଞ୍ଚେ, ପୁଣି, ତାହାର ଦୃଷ୍ଟିରେ ତାହାର ପ୍ରତିବାସୀ କିଛି ଅନୁଗ୍ରହ ପାଏ ନାହିଁ। Se kapitlet |