ହିତୋପଦେଶ 28:10 - ପବିତ୍ର ବାଇବଲ10 ଯେଉଁ ଲୋକ ସରଳ ଲୋକଙ୍କୁ ମନ୍ଦ ପଥରେ ଯିବାକୁ ଭୁଲାଏ। ସେ ନିଜେ ଗାତରେ ପଡ଼ିବ। କିନ୍ତୁ ନିରୀହ ଲୋକମାନେ ଉତ୍ତମ ଜିନିଷର ଅଧିକାରୀ ହେବେ। Se kapitletପବିତ୍ର ବାଇବଲ (Re-edited) - (BSI)10 ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ଵକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ। Se kapitletଓଡିଆ ବାଇବେଲ10 ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଉଁ ଲୋକ ସରଳ ଲୋକକୁ ମନ୍ଦ ପଥରେ ଯିବାକୁ ଭୁଲାଏ, ସେ ସ୍ୱକୃତ ଖାତରେ ଆପେ ପଡ଼ିବ; ମାତ୍ର ସିଦ୍ଧ ଲୋକେ ମଙ୍ଗଳ ଅଧିକାର କରିବେ। Se kapitlet |