ହିତୋପଦେଶ 28:7 - ପବିତ୍ର ବାଇବଲ7 ଯେଉଁ ଲୋକ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର ପୁଣି ଯେ ଭୋକିଲାମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ। Se kapitletପବିତ୍ର ବାଇବଲ (Re-edited) - (BSI)7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀ-ମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ। Se kapitletଓଡିଆ ବାଇବେଲ7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ। Se kapitlet |