ହିତୋପଦେଶ 3:19 - ପବିତ୍ର ବାଇବଲ19 ସଦାପ୍ରଭୁ ଜ୍ଞାନରେ ଭରପୁର ପୃଥିବୀ ସ୍ଥାପନ କଲେ। ସେ ତାଙ୍କ ଜ୍ଞାନରେ ଆକାଶ ମଣ୍ଡଳ ସୃଷ୍ଟି କଲେ। Se kapitletପବିତ୍ର ବାଇବଲ (Re-edited) - (BSI)19 ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ତଳ ସୁସ୍ଥିର କଲେ। Se kapitletଓଡିଆ ବାଇବେଲ19 ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ସଦାପ୍ରଭୁ ଜ୍ଞାନରେ ପୃଥିବୀ ସ୍ଥାପନ କଲେ, ସେ ବୁଦ୍ଧିରେ ଆକାଶମଣ୍ଡଳ ସୁସ୍ଥିର କଲେ। Se kapitlet |