ହିତୋପଦେଶ 3:32 - ପବିତ୍ର ବାଇବଲ32 କାରଣ ସଦାପ୍ରଭୁ ଉତ୍ତମ ସରଳ ଧାର୍ମିକ ଲୋକମାନଙ୍କୁ ପ୍ରେମ କରନ୍ତି, କିନ୍ତୁ କୁକର୍ମ ଲୋକମାନଙ୍କୁ ଘୃଣା କରନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)32 କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ। Se kapitletଓଡିଆ ବାଇବେଲ32 କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 କାରଣ ଖଳ ଲୋକ ସଦାପ୍ରଭୁଙ୍କର ଘୃଣାପାତ୍ର; ମାତ୍ର ସରଳାଚାରୀମାନଙ୍କ ସଙ୍ଗେ ତାହାଙ୍କର ମିତ୍ରାଳାପ ଥାଏ। Se kapitlet |