ହିତୋପଦେଶ 30:32 - ପବିତ୍ର ବାଇବଲ32 ଯଦି ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିମ୍ବା ଯଦି କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ। Se kapitletପବିତ୍ର ବାଇବଲ (Re-edited) - (BSI)32 ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ। Se kapitletଓଡିଆ ବାଇବେଲ32 ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT32 ଯେବେ ତୁମ୍ଭେ ଆପଣାକୁ ଉଚ୍ଚ କରିବାରେ ମୂଢ଼ର କର୍ମ କରିଥାଅ, କିଅବା ଯେବେ କୁକଳ୍ପନା କରୁଥାଅ, ତେବେ ଆପଣା ମୁଖରେ ହାତ ଦିଅ। Se kapitlet |