Online Bibel

- Annoncer -




ହିତୋପଦେଶ 31:15 - ପବିତ୍ର ବାଇବଲ

15 ସେ ରାତ୍ରି ଥାଉଥାଉ ଉଠେ, ଆପଣା ପରିଜନକଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କୁ ଖାଦ୍ୟ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।

Se kapitlet Kopi

ଓଡିଆ ବାଇବେଲ

15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମଧ୍ୟ ସେ ରାତ୍ରି ଥାଉ ଥାଉ ଉଠେ ଓ ଆପଣା ପରିଜନ ସମସ୍ତଙ୍କ ନିମନ୍ତେ ଖାଦ୍ୟ ପ୍ରସ୍ତୁତ କରେ ଓ ଦାସୀଗଣଙ୍କୁ ନିରୂପିତ କର୍ମ ଦିଏ।

Se kapitlet Kopi




ହିତୋପଦେଶ 31:15

Følg os:

Annoncer


Annoncer