ହିତୋପଦେଶ 31:27 - ପବିତ୍ର ବାଇବଲ27 ସେ କେବେ ଅଳସୁଆ ହୁଏ ନାହିଁ। ସେ ତା'ର ଗୃହର ପ୍ରତ୍ୟେକ ଦ୍ରବ୍ୟର ଯତ୍ନ ନିଏ। Se kapitletପବିତ୍ର ବାଇବଲ (Re-edited) - (BSI)27 ସେ ଆପଣା ପରିବାରର ଆଚରଣରେ ମନୋ-ଯୋଗ କରେ, ପୁଣି ଆଳସ୍ୟର ଆହାର ଖାଏ ନାହିଁ। Se kapitletଓଡିଆ ବାଇବେଲ27 ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେ ଆପଣା ପରିବାରର ଆଚରଣରେ ମନୋଯୋଗ କରେ, ପୁଣି, ଆଳସ୍ୟର ଆହାର ଖାଏ ନାହିଁ। Se kapitlet |