ହିତୋପଦେଶ 4:1 - ପବିତ୍ର ବାଇବଲ1 ହେ ପୁତ୍ରଗଣ, ତୁମ୍ଭ ପିତାଙ୍କ ଉପଦେଶ ଶୁଣ। ବୁଝାମଣା ଲାଭ କରିବା ପାଇଁ ନିଜକୁ ଅଭିନିବେଶ କର। Se kapitletପବିତ୍ର ବାଇବଲ (Re-edited) - (BSI)1 ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର। Se kapitletଓଡିଆ ବାଇବେଲ1 ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ମୋହର ପୁତ୍ରଗଣ, ପିତାର ଉପଦେଶ ଶୁଣ ଓ ସୁବିବେଚନାଦାୟକ ଜ୍ଞାନରେ ମନୋଯୋଗ କର। Se kapitlet |