ହିତୋପଦେଶ 4:3 - ପବିତ୍ର ବାଇବଲ3 ଏକଦା ମୁଁ ମଧ୍ୟ ମୋର ପିତାଙ୍କର ଗୋଟିଏ ପୁତ୍ର ଥିଲି। ମୁଁ ମୋ’ ମାଙ୍କର ସୁକୁମାର ଏବଂ ଏକ ମାତ୍ର ପୁତ୍ର ଥିଲି। Se kapitletପବିତ୍ର ବାଇବଲ (Re-edited) - (BSI)3 ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି। Se kapitletଓଡିଆ ବାଇବେଲ3 ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମୁଁ ଆପଣା ପିତାଙ୍କର ପୁଅଟିଏ ଥିଲି, ପୁଣି, ମାତାଙ୍କ ଦୃଷ୍ଟିରେ କୋମଳ ଓ ଏକମାତ୍ର ପ୍ରିୟ ଥିଲି। Se kapitlet |