ହିତୋପଦେଶ 4:8 - ପବିତ୍ର ବାଇବଲ8 ଜ୍ଞାନକୁ ସମ୍ମାନ କର, ଏବଂ ସେ ତୁମ୍ଭକୁ ପ୍ରତିଷ୍ଠିତ କରିବ। ତୁମ୍ଭେ ଯଦି ତାହାକୁ ଆଲିଙ୍ଗନ କର, ତେବେ ସେ ତୁମ୍ଭ ନିକଟକୁ ସମ୍ମାନ ଆଣିଦେବ। Se kapitletପବିତ୍ର ବାଇବଲ (Re-edited) - (BSI)8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ। Se kapitletଓଡିଆ ବାଇବେଲ8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତାହାକୁ ଶିରୋଧାର୍ଯ୍ୟ କର, ତହିଁରେ ସେ ତୁମ୍ଭକୁ ଉନ୍ନତ କରିବ; ତାହାକୁ ଆଲିଙ୍ଗନ କଲେ, ସେ ତୁମ୍ଭକୁ ସମ୍ଭ୍ରାନ୍ତ କରିବ। Se kapitlet |