ହିତୋପଦେଶ 5:23 - ପବିତ୍ର ବାଇବଲ23 ସେ ତା'ର ନିର୍ବୋଧତା ଦ୍ୱାରା ବିପଥଗାମୀ ହେବ। ସେ ଶୃଙ୍ଖଳାର ଅଭାବ ଯୋଗୁଁ ମୃତ୍ୟୁବରଣ କରିବ। Se kapitletପବିତ୍ର ବାଇବଲ (Re-edited) - (BSI)23 ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ଆଧିକ୍ୟରେ ଭ୍ରାନ୍ତ ହେବ। Se kapitletଓଡିଆ ବାଇବେଲ23 ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ସେ ଉପଦେଶ ଅଭାବରେ ମରିଯିବ ଓ ଆପଣା ଅଜ୍ଞାନତାର ବୃଦ୍ଧିରେ ଭ୍ରାନ୍ତ ହେବ। Se kapitlet |