ହିତୋପଦେଶ 6:20 - ପବିତ୍ର ବାଇବଲ20 ହେ ମୋର ପୁତ୍ର, ଆପଣା ପିତାର ଆଜ୍ଞା ପାଳନ କର। ଏବଂ ମାତାର ଉପଦେଶ ଭୁଲ ନାହିଁ। Se kapitletପବିତ୍ର ବାଇବଲ (Re-edited) - (BSI)20 ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ। Se kapitletଓଡିଆ ବାଇବେଲ20 ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ। Se kapitlet |