ହିତୋପଦେଶ 6:23 - ପବିତ୍ର ବାଇବଲ23 ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଲାଇ ନେବ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଲାଇ ନେବ। Se kapitletପବିତ୍ର ବାଇବଲ (Re-edited) - (BSI)23 ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ; Se kapitletଓଡିଆ ବାଇବେଲ23 ଯେହେତୁ ସେହି ଆଜ୍ଞା ପ୍ରଦୀପ; ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ; Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଯେହେତୁ ସେହି ଆଜ୍ଞା ପ୍ରଦୀପ ଓ ସେହି ଆଦେଶ ଆଲୁଅ; ଓ ଶିକ୍ଷାଜନକ ଅନୁଯୋଗ ଜୀବନର ପଥ; Se kapitlet |