Online Bibel

- Annoncer -




ହିତୋପଦେଶ 6:31 - ପବିତ୍ର ବାଇବଲ

31 ମାତ୍ର ଯଦି ଧରାପଡ଼େ, ତେବେ ତାକୁ ସାତଗୁଣ ଫେରାଇବାକୁ ପଡ଼େ। ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ହେବ।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

31 ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ଵ ତାକୁ ଦେବାକୁ ପଡ଼ିବ।

Se kapitlet Kopi

ଓଡିଆ ବାଇବେଲ

31 ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ମାତ୍ର ସେ ଧରା ପଡ଼ିଲେ, ତାକୁ ସାତ ଗୁଣ ଫେରାଇ ଦେବାକୁ ହେବ; ଆପଣା ଗୃହର ସର୍ବସ୍ୱ ତାକୁ ଦେବାକୁ ପଡ଼ିବ।

Se kapitlet Kopi




ହିତୋପଦେଶ 6:31

Følg os:

Annoncer


Annoncer