Online Bibel

- Annoncer -




ହିତୋପଦେଶ 7:23 - ପବିତ୍ର ବାଇବଲ

23 ଯେମିତି ପକ୍ଷୀଟିଏ ଶିକାରୀ ତୀର ଦ୍ୱାରା, ତା'ର ଛାତିକୁ ଲକ୍ଷ୍ୟଭେଦ କରୁଛି, ତାହା ଜାଣିପାରି ନ ଥାଏ। ଠିକ୍ ସେହିପରି ସେ ଯୁବପୁରୁଷ ବିପଦରେ ଅଛି ବୋଲି ଜାଣି ନ ପାରି ସେ ସ୍ତ୍ରୀର ଜାଲ ଭିତରକୁ ଯାଉଅଛି।

Se kapitlet Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ଵାରା ବିଦ୍ଧ ହେଲା।

Se kapitlet Kopi

ଓଡିଆ ବାଇବେଲ

23 ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।

Se kapitlet Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ, ଯେପରି ପକ୍ଷୀ ଫାନ୍ଦକୁ ପ୍ରାଣନାଶକ ନ ଜାଣି ତହିଁରେ ପଡ଼ିବାକୁ ବେଗେ ଉଡ଼େ, ଶେଷରେ ତାହାର ଯକୃତ ସେହିପରି ତୀର ଦ୍ୱାରା ବିଦ୍ଧ ହେଲା।

Se kapitlet Kopi




ହିତୋପଦେଶ 7:23

Følg os:

Annoncer


Annoncer