ହିତୋପଦେଶ 8:12 - ପବିତ୍ର ବାଇବଲ12 “ମୁଁ ହେଉଛି ଜ୍ଞାନ, ମୁଁ ସାବଧାନତାର ସହିତ ବାସ କରିଛି। ମୁଁ ଜ୍ଞାନ ଓ ଉତ୍ତମ ପରିଣାମ ସହିତ ପାଇଥାଏ। Se kapitletପବିତ୍ର ବାଇବଲ (Re-edited) - (BSI)12 ମୁଁ ପ୍ରଜ୍ଞା, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ। Se kapitletଓଡିଆ ବାଇବେଲ12 ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମୁଁ ଜ୍ଞାନ, ସତର୍କତାକୁ ଆପଣା ବାସସ୍ଥାନ କରିଅଛି, ପୁଣି, ଜ୍ଞାନ ଓ ପରିଣାମଦର୍ଶିତା ପାଇଥାଏ। Se kapitlet |