ହିତୋପଦେଶ 8:15 - ପବିତ୍ର ବାଇବଲ15 ମୋ’ ମାଧ୍ୟମରେ ରାଜାମାନେ ରାଜତ୍ୱ କରନ୍ତି। ଶାସନକର୍ତ୍ତାମାନେ ମୋ’ ଦ୍ୱାରା ଯଥାର୍ଥ ବିଗ୍ଭର କରନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)15 ମୋʼ ଦ୍ଵାରା ରାଜାମାନେ ରାଜତ୍ଵ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି। Se kapitletଓଡିଆ ବାଇବେଲ15 ମୋ’ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ମୋʼ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି। Se kapitlet |