ଗୀତସଂହିତା 4:6 - ପବିତ୍ର ବାଇବଲ6 ଅନେକ ଲୋକ କହନ୍ତି, “କିଏ ଆମ୍ଭମାନଙ୍କୁ ପରମେଶ୍ୱରଙ୍କ ଉତ୍ତମତା ଦେଖାଇ ପାରିବ? ହେ ସଦାପ୍ରଭୁ, ତୁମ୍ଭେ ତୁମ୍ଭର ତେଜ ପ୍ରକାଶ ମୁଖକୁ ଆମ୍ଭମାନଙ୍କୁ ଦେଖାଅ।” Se kapitletପବିତ୍ର ବାଇବଲ (Re-edited) - (BSI)6 ଅନେକେ କହନ୍ତି, କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ? ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର। Se kapitletଓଡିଆ ବାଇବେଲ6 ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ ?” ହେ ସଦାପ୍ରଭୁ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଅନେକେ କହନ୍ତି, “କିଏ ଆମ୍ଭମାନଙ୍କୁ ମଙ୍ଗଳ ଦେଖାଇବ?” ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ମୁଖର ତେଜ ପ୍ରକାଶ କର। Se kapitlet |