ପ୍ରକାଶିତ 1:17 - ପବିତ୍ର ବାଇବଲ17 ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମୋ’ ଉପରେ ଆପଣା ଡାହାଣ ହାତ ରଖି ସେ କହିଲେ, “ଭୟ କର ନାହିଁ। ମୁଁ ପ୍ରଥମ ଓ ଶେଷ।” Se kapitletପବିତ୍ର ବାଇବଲ (Re-edited) - (BSI)17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋʼ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ, Se kapitletଓଡିଆ ବାଇବେଲ17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ, Se kapitletପବିତ୍ର ବାଇବଲ (CL) NT (BSI)17 ତାଙ୍କୁ ଦେଖିବା ମାତ୍ରେ ମୁଁ ମୃତବତ୍ ତାଙ୍କ ପାଦ ତଳେ ପଡ଼ିଗଲି। ସେ ତାଙ୍କ ଡ଼ାହାଣ ହାତ ମୋ’ ଉପରେ ରଖି କହିଲେ, “ଭୟ କର ନାହିଁ, ମୁଁ ଆଦି ଓ ଅନ୍ତ Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତାହାଙ୍କୁ ଦେଖି ମୁଁ ମୃତ ପରି ତାହାଙ୍କ ପାଦ ତଳେ ପଡ଼ିଗଲି। ସେଥିରେ ସେ ମୋ ଉପରେ ଆପଣା ଦକ୍ଷିଣ ହସ୍ତ ଥୋଇ କହିଲେ, Se kapitlet |