ରୋମୀୟ 1:18 - ପବିତ୍ର ବାଇବଲ18 ପରମେଶ୍ୱରଙ୍କ କ୍ରୋଧ ସ୍ୱର୍ଗରୁ ପ୍ରକାଶିତ ହୋଇଛି। ଲୋକମାନଙ୍କ ଦ୍ୱାରା ପରମେଶ୍ୱରଙ୍କ ବିରୁଦ୍ଧରେ କରାଯାଇଥିବା ପ୍ରତ୍ୟେକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ୱର କ୍ରୋଧ କରନ୍ତି। ସେମାନଙ୍କ ପାଖରେ ସତ୍ୟ ଅଛି, କିନ୍ତୁ ସେମାନେ ନିଜର ମନ୍ଦ ଜୀବନ ଦ୍ୱାରା ତାହା ଲୁଗ୍ଭନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ଵର୍ଗରୁ ଈଶ୍ଵରଙ୍କ କ୍ରୋଧ ପ୍ରକାଶିତ ହେଉଅଛି, Se kapitletଓଡିଆ ବାଇବେଲ18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶିତ ହେଉଅଛି Se kapitletପବିତ୍ର ବାଇବଲ (CL) NT (BSI)18 ଯେଉଁ ପାପୀ ଦୁରାଚାରୀ ଲୋକମାନେ ନିଜର ଭ୍ରଷ୍ଟାଚାରଣ ଦ୍ୱାରା ସତ୍ୟର ପ୍ରତିରୋଧ କରନ୍ତି, ସେମାନଙ୍କ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ୱରଙ୍କ କ୍ରୋଧ ପ୍ରକାଶ ପାଏ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି Se kapitlet |