ରୋମୀୟ 1:19 - ପବିତ୍ର ବାଇବଲ19 ପରମେଶ୍ୱରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ୱର ତାହାଙ୍କର କ୍ରୋଧ ଦେଖାନ୍ତି। ପ୍ରକୃତରେ, ପରମେଶ୍ୱର ନିଜ ବିଷୟରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦେଖାଇ ଦେଇଛନ୍ତି। Se kapitletପବିତ୍ର ବାଇବଲ (Re-edited) - (BSI)19 ଯେଣୁ ଈଶ୍ଵରଙ୍କ ସମ୍ଵନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ଵର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି। Se kapitletଓଡିଆ ବାଇବେଲ19 ଯେଣୁ ଈଶ୍ୱରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ୱର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି । Se kapitletପବିତ୍ର ବାଇବଲ (CL) NT (BSI)19 ଈଶ୍ୱର ସେମାନଙ୍କୁ ଦଣ୍ଡ ଦିଅନ୍ତି, କାରଣ ଈଶ୍ୱରଙ୍କ ବିଷୟରେ ଯାହା ଜାଣିବା କଥା, ସେମାନେ ତାହା ଜାଣିଛନ୍ତି - ଈଶ୍ୱର ନିଜେ ତାହା ସ୍ପଷ୍ଟ କରି ଦେଇଛନ୍ତି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଯେଣୁ ଈଶ୍ବରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ବର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି। Se kapitlet |