ରୋମୀୟ 1:28 - ପବିତ୍ର ବାଇବଲ28 ପରମେଶ୍ୱରଙ୍କ ବିଷୟରେ ପ୍ରକୃତ ଜ୍ଞାନ ପ୍ରାପ୍ତ କରିବାକୁ ଲୋକେ ଗୁରୁତ୍ୱ ଦେଲେ ନାହିଁ। ସେଥିପାଇଁ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ବିକୃତ ଚିନ୍ତାରେ ରହିବାକୁ ଛାଡ଼ି ଦେଲେ ଓ ସେମାନେ ଅନୁଚିତ୍ କର୍ମକରି ରହିଲେ। Se kapitletପବିତ୍ର ବାଇବଲ (Re-edited) - (BSI)28 ଆଉ, ଯେପରି ସେମାନେ ଈଶ୍ଵର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ଵୀକୃତ ହେଲେ, ସେହିପରି ଈଶ୍ଵର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ। Se kapitletଓଡିଆ ବାଇବେଲ28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ । Se kapitletପବିତ୍ର ବାଇବଲ (CL) NT (BSI)28 ଏହି ଲୋକମାନେ ଈଶ୍ୱରଙ୍କ ବିଷୟରେ ସଠିକ୍ ଧାରଣା ପୋଷଣ କରିବାକୁ ଅନିଚ୍ଛୁକ ଥିବାରୁ, ଈଶ୍ୱର ସେମାନଙ୍କୁ ପରିତ୍ୟାଗ କରିଛନ୍ତି ଓ ସେମାନେ କଳୁଷିତମନା ହୋଇ ମନୁଷ୍ୟୋଚିତ ଆଚରଣ କରୁ ନାହାନ୍ତି। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଆଉ, ଯେପରି ସେମାନେ ଈଶ୍ବର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ବର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ। Se kapitlet |