ତୀତସ 1:13 - ପବିତ୍ର ବାଇବଲ13 ସେହି ଭାବବାଦୀଙ୍କ କଥା ସତ। ଅତଏବ ସେମାନଙ୍କୁ କୁହ ଯେ ସେମାନେ ଭୁଲ୍ କରୁଛନ୍ତି। ତୁମ୍ଭେ ତାହାଙ୍କ ପ୍ରତି କଠୋର ହେବା ଉଚିତ୍। ତା'ହେଲେ ସେମାନେ ବିଶ୍ୱାସରେ ଦୃଢ଼ ହେବେ। Se kapitletପବିତ୍ର ବାଇବଲ (Re-edited) - (BSI)13 ଏହି ସାକ୍ଷ୍ୟ ସତ୍ୟ। ଏଣୁ ସେମାନେ ଯେପରି ଯିହୁଦୀୟ କଳ୍ପିତ ଗଳ୍ପ ପୁଣି ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ Se kapitletଓଡିଆ ବାଇବେଲ13 ଏହି ଉକ୍ତିଟି ସତ୍ୟ । ଏଣୁ ସେମାନେ ଯେପରି ଯିହୂଦୀୟ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି, Se kapitletପବିତ୍ର ବାଇବଲ (CL) NT (BSI)13 ତାଙ୍କର ଏହି ମନ୍ତବ୍ୟ ବାସ୍ତବିକ୍ ଯଥାର୍ଥ। ଅତଏବ, ତୁମେ ସେଭଳି ଲୋକମାନଙ୍କୁ ତୀବ୍ର ଭର୍ତ୍ସନା କର। ହୁଏତ ତଦ୍ଦ୍ୱାରା ସେମାନେ ସରଳ ଧର୍ମବିଶ୍ୱାସ ପ୍ରତି ଫେରି ଆସିବେ। Se kapitletଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୁଦୀମାନଙ୍କ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି, Se kapitlet |